Movie prime

ନୁଆ ପତ୍ନୀଙ୍କ ସହ ନଜର ଆସିଲେ ଅଭିନେତା ମନୋଜ ମିଶ୍ର ଦେଖନ୍ତୁ କଣ ଲେଖିଲେ ସୋସିଆଲ ମିଡିଆରେ

 
Vv
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟରେ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। ବନ୍ଧୁଗଣ ବର୍ତ୍ତମାନ ଏକ ଖବର ସାମ୍ନାକୁ ଆସିଛି। ଦେଖିବାକୁ ମିଳିଛି ଯେ ଏବେ ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି ମନୋଜ ମିଶ୍ର। ଏଥର କୌଣସି ବିବାଦ କାରଣରୁ ନୁହେଁ ବରଂ ବ୍ୟକ୍ତିଗତ କାରଣରୁ ଚର୍ଚ୍ଚାରେ ରହିଛନ୍ତି ଅଭିନେତା ମନୋଜ। 
Vv
ବର୍ତ୍ତମାନ ସେ ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ନିକଟରେ ସେ ଦ୍ୱିତୀୟ ବିବାହ କରିଥିବା ନେଇ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି। ଅଭିନେତ୍ରୀ ତଥା ପ୍ରେମିକା ମମତା ନନ୍ଦଙ୍କୁ ବିବାହ କରିଛନ୍ତି ଅଭିନେତା ମନୋଜ। ବିବାହ ବେଳର ଫଟୋକୁ ମଧ୍ୟ ମନୋଜଙ୍କ ଦ୍ୱିତୀୟ ପତ୍ନୀ ମମତା ତାଙ୍କ ସୋସିଆଲ ମିଡ଼ିଆରେ ସେୟାର କରିଛନ୍ତି। ଯାହା ଏବେ ଖୁବ ଭାଇରାଲ ହେଉଥିବା ବେଳେ ଉଭୟଙ୍କୁ ଫ୍ୟାନ୍ସ ସମେତ ସେଲିବ୍ରିଟି ତାଙ୍କୁ ଶୁଭକାମନା ଜଣାଇଛନ୍ତି । 
Gg
ଦୀର୍ଘ ଦିନ ହେବ ମନୋଜ ମିଶ୍ର ଅଭିନେତ୍ରୀ ମମତା ନନ୍ଦଙ୍କୁ ଡେଟ୍ କରିଆସୁଥିଲେ। ଯାହାକୁ ନେଇ ଓଲିଉଡ ଜଗତରେ ଚର୍ଚ୍ଚା ଜୋର ଧରିଥିଲା। ଏହା ପରେ ବର୍ତ୍ତମାନ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଉଭୟ କୋର୍ଟ ମ୍ୟାରେଜ କରିଥିବା ବେଳେ ସୋସିଆଲ ମିଡିଆରେ ବିବାହକୁ ସୁନିଶ୍ଚିତ କରିଛନ୍ତି। ଫଟୋରେ ଉଭୟ ମ୍ୟାରେଜ ପେପରରେ ସାଇନ କରୁଥିବା ଦେଖିବାକୁ ମିଳିଛି। 
ତେବେ ମନୋଜ ତାଙ୍କର ପ୍ରଥମ ସ୍ତ୍ରୀ ମାନା ମିଶ୍ରଙ୍କୁ ନିକଟରେ ଛା-ଡ଼-ପ-ତ୍ର ପ୍ରଦାନ କରିଥିଲେ। ପାରିବାରିକ କାରଣରୁ ସେ ତାଙ୍କୁ ଛା-ଡ଼-ପ-ତ୍ର ଦେଇଥିବା କହିଥିଲେ। ମାନା ଓ ମନୋଜଙ୍କର ପୂର୍ବରୁ ଏକ କନ୍ୟା ସନ୍ତାନ ରହିଛନ୍ତି। ଛା-ଡ-ପ-ତ୍ର ପରେ ମନୋଜ ମିଶ୍ର ଅଭିନେତ୍ରୀ ମମତା ନନ୍ଦଙ୍କ ପ୍ରେମରେ ପଡିଥିଲେ। ପରେ ପରସ୍ପରକୁ ଡେଟ୍ କରିବା ଆରମ୍ଭ କରିଥିଲେ। ଦୀର୍ଘ ଦିନର ଡେଟିଂ ପରେ ଉଭୟ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.