Movie prime

ପୁଣି କରୋନା ରୋଗରେ ଆକ୍ରାନ୍ତ ହେଲେ ଆମେରିକା ରାଷ୍ଟ୍ରପତି ଦେଖନ୍ତୁ ଅଚାନକ କଣ ହେଲା ଏମିତି

 
Vb
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ବନ୍ଧୁଗଣ ଜୋ ବାଇଡେନ କୋଭିଡରେ ଆକ୍ରାନ୍ତ ହେବା ପରେ ନିର୍ବାଚନୀ ପ୍ରଚାର ଉପରେ ପ୍ରଭାବ ପକାଇପାରେ ବୋଲି ଆଶଙ୍କା କରାଯାଉଛି। 
Bb
ନିର୍ବାଚନ ପ୍ରଚାରରେ ପଡିପାରେ ପ୍ରଭାବ। ପୁଣିଥରେ କୋରାନାରେ ଆକ୍ରାନ୍ତ ହେଲେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ। ୮୧ ବର୍ଷ ବୟସ୍କ ରାଷ୍ଟ୍ରପତି ବାଇଡେନ୍ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ହ୍ବାଇଟ୍ ହାଉସ ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କ ଠାରେ କୋଭିଡ-୧୯ର ସାମାନ୍ୟ ଲକ୍ଷଣ ଦେଖିବାକୁ ମିଳିଛି। ୨ ବର୍ଷ ପରେ ପୁଣି ଥରେ ବାଇଡେନ୍ କରୋନାରେ ସଂକ୍ରମିତ ହୋଇଛନ୍ତି। କରୋନାର ସାମାନ୍ୟ ଲକ୍ଷଣ ଥିବା ସୂଚନା ମିଳିଛି। ଆଇସୋଲେସନରେ ରହି ବାଇଡେନ କାମ କରିବେ। 
Gh
ଲସ୍ ଭେଗାସରେ ଏକ ସମ୍ମିଳନୀରେ ଭାଷଣ ଦେବା ପୂର୍ବରୁ ତାଙ୍କର କୋଭିଡ୍ ଟେଷ୍ଟ କରାଯାଇଥିଲା। ଏହି ସମୟରେ ସେ କରୋନାରେ ସଂକ୍ରମିତ ଥିବା ଜଣାପଡ଼ିଥିଲା। ଏହା ପରେ ବାଇଡେନ୍ ଆମେରିକାର ଡେଲାୱେର ଫେରି ଆସି ସେଠାରେ କ୍ୱାରେଣ୍ଟାଇନରେ ରହିବେ। ଆମେରିକାରେ ଆଗକୁ ନିର୍ବାଚନ ଥିବା ବେଳେ ଏହି ସମୟରେ ବାଇଡେନ୍ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା, ତାଙ୍କର ନିର୍ବାଚନୀ ପ୍ରଚାର ଉପରେ ପ୍ରଭାବ ପକାଇପାରେ ବୋଲି ଆଶଙ୍କା କରାଯାଉଛି। 
ସେପଟେ ମେଡିକାଲ କାରଣକୁ ନେଇ ଯଦି ଡାକ୍ତରମାନେ ପରାମର୍ଶ ଦିଅନ୍ତି ତେବେ ସେ ରାଷ୍ଟ୍ରପତି ନିର୍ବାଚନରୁ ଓହରିବେ ବୋଲି କହିଛନ୍ତି ବାଇଡେନ। କୋଭିଡରେ ସଂକ୍ରମିତ ହେବା ପରେ ନିର୍ବାଚନ ପ୍ରଚାର କାର୍ଯ୍ୟରେ ବାଧା ସୃଷ୍ଟି ହେବା ଆଶଙ୍କା କରିଛନ୍ତି ବାଇଡେନ। ପୂର୍ବରୁ ଜୁଲାଇ ୨୦୨୨ରେ ବାଇଡେନ୍ କୋଭିଡରେ ସଂକ୍ରମିତ ହୋଇଥିଲେ। ତେବେ ରାଷ୍ଟ୍ରପତି ପଦରେ ବସିବା ପୂର୍ବରୁ ସେ କୋଭିଡ୍ ଟିକା ନେଇସାରିଥିଲେ।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.