Movie prime

ମନ୍ଦିର ଭିତରେ ଭାଲୁ ବଜାଇଲା ଘଣ୍ଟ ଦେଖନ୍ତୁ ଦୃଶ୍ୟ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ସମସ୍ତେ - Viral Visual

 
Yy
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଏବଂ ଯେ କୌଣସି ସ୍ଥାନରେ ରହି ମଧ୍ୟ ସହଜରେ ଜାଣି ପାରୁଛୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। 
Hh
କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ। ଆଜିକାଲି ଯୁବପିଢୀଙ୍କ ପାଇଁ ଏହି ସୋସିଆଲ ମିଡ଼ିଆ ସହଜ ଓ ସରଳ ଉପାୟ ପାଲଟି ଯାଇଛି।
Hh
ତେବେ ବନ୍ଧୁଗଣ ବର୍ତମାନ ଏକ ଘଟଣା ସାମ୍ନାକୁ ଆସିଛି। ବୋରିଗୁମ୍ମା ଚମ୍ପିଆ ଶିବ ମନ୍ଦିର ରେ ଭାଲୁ ବଜାଉଛି ଘଣ୍ଟି। ସୂଚନା ଅନୁଯାୟୀ ଚମ୍ପିଆ ଶିବ ମନ୍ଦିରରେ ଗତ ରାତିରେ ଦୁଇଟି ଭାଲୁ ଖାଦ୍ୟ ଅନ୍ୱେଷଣ ରେ ପଶିଥିଲେ। ପ୍ରବେଶ ଦ୍ୱାରରେ ଘଣ୍ଟି ବଜାଇଥିଲେ କିଛି ଯୁବକ ଘଣ୍ଟି ଶବ୍ଦ ଶୁଣି ମନ୍ଦିର କୁ ଯାଇ ଦେଖିଲେ ଏବେ ଏହି ବିଡ଼ିଓ ଭାଇରଲ ହେବାରେ ଲାଗିଛି। ସୂଚନା ଅନୁଯାୟୀ ଚମ୍ପିଆ ଶିବ ମନ୍ଦିରରେ ଗତ ରାତିରେ ଦୁଇଟି ଭାଲୁ ଖାଦ୍ୟ ଅନ୍ୱେଷଣରେ ପଶିଥିଲେ। 
ପ୍ରବେଶ ଦ୍ୱାରରେ ଘଣ୍ଟି ବଜାଉଥିବା ସମୟରେ କିଛି ଯୁବକ ଘଣ୍ଟି ଶବ୍ଦ ଶୁଣି ମନ୍ଦିରକୁ ଯାଇ ଭାଲୁ ଏଭଳି କରୁଥିବା ଦେଖି ସଙ୍ଗେ ସଙ୍ଗେ ଏହାର ଭିଡିଓ ଉତ୍ତୋଳନ କରିଥିଲେ । ପ୍ରତ୍ୟେକ ଦିନ ଦୁଇଟି ଭାଲୁ ଗାଁ ମଧ୍ୟରେ ବୁଲୁ ଥିବା ନଜରକୁ ଆସିଛି। ତେବେ ବନ୍ଧୁଗଣ ବର୍ତମାନ ଏହି ଘଟଣା ଟି ସ୍ଥାନୀୟ ଅଞ୍ଚଳରେ ଖୁବ ଚର୍ଚ୍ଚାର ବିଷୟ ପାଲଟିଛି। ଏବଂ ଏହି ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଖୁବ ଭାଇରାଲ୍ ହେବାରେ ଲାଗିଛି।