Movie prime

ଆସୁଛି ପ୍ରବଳ ବର୍ଷା ମିଳିଲା ସତର୍କ।ସୂଚନା ସାବଧାନ ରୁହ ଏହି ସବୁ ଜିଲ୍ଲା

 
Special report
ନମସ୍କାର ବନ୍ଧୁଗଣ। ବନ୍ଧୁଗଣ ଦକ୍ଷୀଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ଦୁର୍ବଳ ରହିଥିବା ବେଳେ ହ୍ରାସ ପାଇଛି ବର୍ଷାର ପରିମାଣ। ଆଜିଠୁ ସାମାନ୍ୟ ବଢିପାରେ ବର୍ଷାର ପରିମାଣ।
ଆସନ୍ତା ୨୩ ରୁ ୨୫ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଓ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟରେ ଏବେ ସକ୍ରିୟ ରହିଛି ମୌମୁମୀ। ଗୋଟିଏ ପରେ ଗୋଟିଏ ଲଘୁଚାପ ଯୋଗୁଁ ରାଜ୍ୟରେ ବର୍ଷା ହେଉଛି। 
ତେବେ, ଏହାରି ଭିତରେ ପାଣିପାଗ ବିଭାଗ ଏକ ଆଶ୍ବସ୍ତି କଲା ପରି ଖବର ଦେଇଛି। ୨୫ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୁର୍ଣ୍ଣିବଳୟ। ଫଳରେ ୨୫ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢିପାରେ।
Special report
ତେବେ ବନ୍ଧୁଗଣ ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। ଯାଏଁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ବିଜୁଳି ଘଡ଼ଘଡ଼ି ବର୍ଷାକୁ ନେଇ ୧୫ଟି ଜିଲ୍ଲାକୁ ୟଲୋ ୱର୍ଣିଙ୍ଗ ଜାରୀ କରାଯାଇଛି। 
ଘଡ଼ଘଡ଼ି ଓ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେ଼ଙ୍କାନାଳ, କେନ୍ଦୁଝର, ମୟୁରଭଂଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବାଲେଶ୍ଵର, ଗଜପତି, ଓ ଗଞ୍ଜାମ।
ଏଥିରୁ ୪ଟି ଜିଲ୍ଲା ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ ଏବଂ ଗଜପତିରେ ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା କାଲି ଝଡ଼ ବର୍ଷାକୁ ନେଇ ୨୧ଟି ଜିଲ୍ଲାକୁ ୟଲୋ ୱର୍ଣିଂ ଜାରୀ କରାଯାଇଛି। 
୨୪ ତାରିଖ ଦିନ ଅଧିକ ରହିବ ବର୍ଷାର ପରିମାଣ। ପ୍ରବଳ ବର୍ଷା ପାଇଁ ୧୦ଟି ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟଲୋ ସତର୍କତା। ଆଉ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ମଧ୍ୟ ବର୍ଷା ହେଇପାରେ। ୨୫ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ।
ସାରା ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ମଧ୍ୟ ହୋଉଛି ତ କେଉଁଠି ଗରମର ଗୁଳୁଗୁଳି। ତେବେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ। ବନ୍ଧୁଗଣ ସମ୍ଭାବ୍ୟ ଘୁର୍ଣ୍ଣିବଳୟ ପ୍ରଭାବରେ ବଦଳିବ ବାୟୁର ଚଳ ପ୍ରଚଳ ପ୍ରକ୍ରିୟା।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.