Movie prime

ମୁଡ଼ି ଆଉ ଚା ଖାଉ ଖାଉ ବିଗ୍ ବି ଙ୍କ ଦେହ ହେଲା ଖରାପ..ଅଚାନକ ରାତି ଅଧ ରେ ମେଡିକାଲ୍ ରେ ଭର୍ତ୍ତି ହେଲେ ବିଗ୍ ବି

 
Hu
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। 
Uy
ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ବର୍ତ୍ତମାନ ଏକ ଖବର ସାମ୍ନାକୁ ଆସିଛି। ବନ୍ଧୁଗଣ ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଅମିତାଭ ବଚ୍ଚନ।
ଏ ଖବର ପରେ ଅମିତାଭଙ୍କ ପ୍ରଶଂସକଙ୍କ ମଧ୍ୟରେ ଚିନ୍ତା ବଢ଼ିଯାଇଛି। ଆଜି ସକାଳେ ପୁଣି ବିଗ୍ ବି ଭର୍ତ୍ତି ହୋଇଛନ୍ତି ହସ୍ପିଟାଲରେ। ଆଜି ମୁମ୍ବାଇର କୋକିଳାବେନ୍ ହସ୍ପିଟାଲରେ ତାଙ୍କର ଆଞ୍ଜିଓପ୍ଲାଷ୍ଟି ହୋଇଛି। ତାଙ୍କ ଗୋଡରେ ଜମି ରହିଥିବା ବ୍ଲଡ କ୍ଲଟ ଯୋଗୁ ଏହି ଆଞ୍ଜିଓପ୍ଲାଷ୍ଟି ହୋଇଛି। 
Hh
ବିଗ୍ ବି’ଙ୍କର ଏହି ଟୁଇଟ୍ ପରେ ଫ୍ୟାନ୍ସମାନେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପଡିଛନ୍ତି ଓ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଆଞ୍ଜିଓପ୍ଲାଷ୍ଟି ପରେ ବିଗ୍ ବି ଭଗବାନ ଓ ଫ୍ୟାନ୍ସଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଏକ୍ସରେ ଲେଖିଛନ୍ତି, "ସବୁଥର ପରି ଏଥର ବି ମୁଁ ଆପଣମାନଙ୍କ ନିକଟରେ ଋଣୀ"।
ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ସ୍ବାସ୍ଥ୍ୟାବସ୍ଥା ଖରାପ ରହିଛି। ତାଙ୍କୁ ମୁମ୍ବାଇର କୋକିଲାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ ଅମିତାଭ ବଚ୍ଚନ ଆଞ୍ଜିଓପ୍ଲାଷ୍ଟି କରିଛନ୍ତି। କଡା ସୁରକ୍ଷା ମଧ୍ୟରେ ବିଗ ବି ଆଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। 
ସୂଚନା ଅନୁସାରେ ବିଗ ବିଙ୍କ ଗୋଡରେ ରକ୍ତ ଜମାଟ ବାନ୍ଧିବା ଯୋଗୁଁ ତାଙ୍କର ଅସ୍ତ୍ରୋପଚାର କରାଯାଇଛି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ ରହିଛି ଓ ସେ ଖୁବଶିଘ୍ର ଘରକୁ ଫେରିବେ ବୋଲି ପରିବାର ପକ୍ଷରୁ କୁହାଯାଇଛି। ବଲିଉଡ୍ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି।
୮୧ ବର୍ଷୀୟ ବିଗ୍ ବିଙ୍କୁ ଶୁକ୍ରବାର ମୁମ୍ବାଇର କୋକିଲାବେନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଛାତିରେ ବ୍ଲକେଜ୍ ଯୋଗୁଁ ତାଙ୍କ ଆଞ୍ଜିଓପ୍ଲାଷ୍ଟି ହୋଇଥିବା ଜଣାପଡିଛି। ଏହି ମହାନାୟକଙ୍କ ଅଗଣିତ ପ୍ରଶଂସକ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତିି।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.