Movie prime

ଆସିଲା ପ୍ରବଳ ବର୍ଷା ଦେଖନ୍ତୁ ଏହିସବୁ ସ୍ଥାନରେ ରହିବ ଏମିତି ପରିସ୍ଥିତି

 
Special Report
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ଯେତେବେଳେ ଗଭୀର ଅବପାତର ରୂପନେଇସାରିଛି ଲଘୁଚାପ ଠିକ ସେତିକି ବେଳେ ଆଜିରାତିରୁ ପ୍ରବଳରୁ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।
Special Report
ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ୨୦ ଓ ୨୧ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଇଏମଡି ବିଭାଗ। 
ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କୁହାଯାଉଛି।
Special Report
ତେବେ ବର୍ଷା କାରଣରୁ ଆଗାମୀ ୩ ରୁ ୪ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । କିନ୍ତୁ ପରବର୍ତ୍ତୀ ସମୟରେ ରାତି ତାପମାତ୍ରାରେ ୨ ରୁ ୪ ଡିଗ୍ରୀ ହ୍ରାସ ପାଇବା ସମ୍ଭାବନା ରହିଛି ।
ପାଣିପାଗ ବିଭାଗ ଅନୁଯାୟୀ, ୨୦ ତାରିଖରେ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ପୁରୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।
Special Report
ଅନ୍ୟପଟେ ୨୧ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଝାରସୁଗୁଡ଼ା, ଦେବଗଡ଼।
Special Report
ଏବଂ ଦକ୍ଷିଣ ଉପକୂଳ ଓଡ଼ିଶାରେ ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ବର୍ଷା କାରଣରୁ ଆଗାମୀ ୩ ରୁ ୪ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ ।
କିନ୍ତୁ ପରବର୍ତ୍ତୀ ସମୟରେ ରାତି ତାପମାତ୍ରାରେ ୨ ରୁ ୪ ଡିଗ୍ରୀ ହ୍ରାସ ପାଇବା ସମ୍ଭାବନା ରହିଛି । ବାତ୍ୟା ମିଧିଲି ବାଂଲାଦେଶ ଅତିକ୍ରମ କରିଥିବା ବେଳେ ଓଡ଼ିଶାରେ ଏହାର ସିଧାସଳଖ କୌଣସି ପ୍ରଭାବ ପଡ଼ିନାହିଁ।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.