Movie prime

ବର୍ଷ ଆରମ୍ଭ ରୁ ମୋଦୀ କରିଦେଲେ ବଡ଼ ଘୋଷଣା ଏଣିକି ଘର ର ଝିଅ ବୋହୂ ମାନେ ହେଇଯିବେ ଉପକୃତ...

 
Hj
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। 
Hh
ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ତେବେ ବନ୍ଧୁଗଣ ବର୍ତ୍ତମାନ ଏକ ଖବର ସାମ୍ନାକୁ ଆସିଛି। ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ଗୃହିଣୀମାନଙ୍କୁ ଏକ ବଡ ଉପହାର ଦେଇଛନ୍ତି।
ଏଲପିଜି ସିଲିଣ୍ଡର ମୂଲ୍ୟରେ ୧୦୦ ଟଙ୍କା ହ୍ରାସ କରିବାକୁ ମୋଦୀ ଆଜି ଘୋଷଣା କରିଛନ୍ତି। ଏକ୍ସରେ ପୋଷ୍ଟକରି ପିଏମ ମୋଦି ଏ ନେଇ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, “ଆଜି ମହିଳା ଦିବସ ଅବସରରେ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୦୦ ଟଙ୍କା ହ୍ରାସ କରାଯାଇଛି। 
Bb
ଏହାଦ୍ଵାରା ନାରୀ ଶକ୍ତିଙ୍କ ଜୀବନ ସହଜ ହେବା ସହ କୋଟି କୋଟି ପରିବାରର ଆର୍ଥିକ ବୋଝ ମଧ୍ୟ ହ୍ରାସ ହେବ। ଏହି ପଦକ୍ଷେପ ପରିବେଶ ସୁରକ୍ଷା କ୍ଷେତ୍ରରେ ମଧ୍ୟ ସହାୟକ ହେବ, ଯାହା ସମଗ୍ର ପରିବାରର ସ୍ୱାସ୍ଥ୍ୟରେ ଉନ୍ନତି ଆଣିବ ଏହା ବ୍ୟତୀତ ଆନ୍ତର୍ଜାତୀୟ ମହିଳା ଦିବସରେ ଶୁଭେଚ୍ଛା ଜଣାଇ ମୋଦୀ କହିଛନ୍ତି।
“ଆନ୍ତର୍ଜାତୀୟ ମହିଳା ଦିବସର ଅନେକ ଅନେକ ଶୁଭେଚ୍ଛା" ଆମେ ଆମର ମହିଳା ଶକ୍ତିର ଧର୍ଯ୍ୟ, ସାହସ ଏବଂ ଶକ୍ତିକୁ ସଲାମ କରୁଛୁ ଏବଂ ବିଭିନ୍ନ କ୍ଷେତ୍ରରେ ସେମାନଙ୍କର ସଫଳତାକୁ ପ୍ରଶଂସା କରୁଛୁ।
ଆମ ସରକାର ଶିକ୍ଷାକୁ ପ୍ରୋତ୍ସାହିତ କରିବା ପାଇଁ ଉଦ୍ୟମ କରୁଛନ୍ତି।ଏହା ଛଡା ଉଦ୍ୟୋଗ, କୃଷି, ପ୍ରଯୁକ୍ତିବିଦ୍ୟା ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ବିଭିନ୍ନ ପଦକ୍ଷେପ ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ ଅଟୁ ।
ଏହା ଗତ ଦଶନ୍ଧିରେ ଆମର ସଫଳତାରେ ମଧ୍ୟ ପ୍ରତିଫଳିତ ହୋଇଛି।” କୋଲକାତାରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ସଂଶୋଧିତ ମୂଲ୍ୟ ୧,୯୧୧.୦୦, ମୁମ୍ବାଇରେ ୧,୭୪୯.୦୦ ଟଙ୍କା ଏବଂ ଚେନ୍ନାଇରେ ୧,୯୬୦.୫୦ ଟଙ୍କା ଥିଲା।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.