Movie prime

ଜନସେବା କରିବାକୁ ରାଜନୀତି କୁ ଓହ୍ଲେଇଲେ ସିଦ୍ଧାନ୍ତ..ବ୍ରହ୍ମପୁର ରୁ ବିଜେପି ପକ୍ଷରୁ ଲଢେଇ କରିବେ..

 
Bb
ନମସ୍କାର ବନ୍ଧୁଗଣ। ବନ୍ଧୁଗଣ ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହେଲେ। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସେ ସାମିଲ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଭାପତି ମନମୋହନ ସାମଲ ମଧ୍ୟ ଉପସ୍ଥିତ ରହିଛନ୍ତି।
ତେବେ ଭର୍ତ୍ତୁହରିଙ୍କ ବ୍ୟତିତ ଅଭିନେତା ତଥା ପୂର୍ବତନ ବିଜେଡି ସାଂସଦ ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ମଧ୍ୟ ବିଜେପିରେ ଯୋଗ ଦେଲେ। ଆଜି ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ତିନିଜଣ ଯାକ ପଦ୍ମ ଧରିଛନ୍ତି। ବିଜେଡିରୁ ୨ ଥର ସାଂସଦ ଥିବା ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ବିଜେପିରେ ଯୋଗ ଦେଇଛନ୍ତି। 
Gg
ସେହିପରି ବିଜେଡି ଟିକେଟରେ ବ୍ରହ୍ମପୁରରୁ ଦୁଇଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ସିଦ୍ଧାନ୍ତ ମହାପାତ୍ର। ୨୦୦୯ ଓ ୨୦୧୪ ସାଧାରଣ ନିର୍ବାଚନରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଚନ୍ଦ୍ରଶେଖର ସାହୁଙ୍କୁ ପରାସ୍ତ କରିଥିଲେ। ତେବେ ୨୦୧୯ ନିର୍ବାଚନରେ ବିଜେଡି ସିଦ୍ଧାନ୍ତ ମହାପାତ୍ରଙ୍କୁ ଟିକେଟ୍ ଦେଇନଥିଲା।
ତେବେ ଆଜି ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ସିଦ୍ଧାନ୍ତ ପଦ୍ମ ଧରିଛନ୍ତି। ସେହିପରି ମୟୂରଭଂଜ ଜିଲ୍ଲାର ଆଦିବାସୀ ଚେହେରା ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ବି ପଦ୍ମ ଧରିଲେ। ତେବେ ଆଜି ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ସିଦ୍ଧାନ୍ତ ପଦ୍ମ ଧରିଛନ୍ତି। 
ସେହିପରି ମୟୂରଭଂଜ ଜିଲ୍ଲାର ଆଦିବାସୀ ଚେହେରା ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ବି ପଦ୍ମ ଧରିଲେ। ୨୪ ଭୋଟ୍ ପୂର୍ବରୁ ବିଜେଡିକୁ ଆଉ ଏକ ବଡ଼ ଝଟକା। ବିଜୁ ଜନତା ଦଳ ଛାଡ଼ିଲେ କଟକର ଛଅ ଥରର ସାଂସଦ ଭର୍ତ୍ତୃହରି ମହତାବ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିଲେ।
Jk
ଆଜି ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଭର୍ତ୍ତୃହରି ।ଦିଲ୍ଲୀରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ଉପ-ସଭାପତି ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି। 
ସେହିଭଳି ସିଦ୍ଧାନ୍ତ ମହାପାତ୍ର ବିଜେପିରେ ସାମିଲ ହେବେ ବୋଲି ଗତ ୨ ଦିନ ହେବ ଚର୍ଚ୍ଚା ହେଉଥିଲା । ଏପରିକି ଏହାପରେ ସିଦ୍ଧାନ୍ତଙ୍କ ଦଳୀୟ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିନଥିଲା। କିନ୍ତୁ କିଛି ମାସ ପୂର୍ବରୁ ସିଦ୍ଧାନ୍ତ ପୁଣିଥରେ ନିର୍ବାଚନ ମଣ୍ଡଳୀ ବୁଲିବା ଆରମ୍ଭ କରିବାରୁ ନିର୍ବାଚନ ମୈଦାନକୁ ଓହ୍ଲାଇବା ନେଇ ଚର୍ଚ୍ଚା ବଢିଥିଲା।
ଆଜି ଦିଲ୍ଲୀରେ ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ସିଦ୍ଧାନ୍ତ। ଭର୍ତ୍ତୃହରିଙ୍କୁ ଦଳ କଟକ ଲୋକସଭାରୁ ପ୍ରାର୍ଥୀ କରିପାରେ। ସେହିଭଳି ସିଦ୍ଧାନ୍ତଙ୍କୁ ଦଳ ବ୍ରହ୍ମପୁର ବିଧାନସଭା ଆସନରୁ ପ୍ରାର୍ଥୀ କରିପାରେ।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.