Movie prime

ଆସିଲା ସାଙ୍ଘାତିକ ବର୍ଷା ଦେଖନ୍ତୁ ଏହି ସବୁ ଜିଲ୍ଲାକୁ ସତର୍କ କଲା ଆଞ୍ଚଳିକ ପାଣିପାଗ ବିଭାଗ

 
Special report
ନମସ୍କାର ପାଠକ ବନ୍ଧୁ । ବନ୍ଧୁଗଣ ଆପଣମାନେ ସମସ୍ତେ ସୋସିଆଲ ମିଡିଆରେ ଅନେକ ପ୍ରକାରର ଭିଡିଓ ଦେଖିଥିବେ । ସୋସିଆଲ ମିଡ଼ିଆରେ ଲୋକମାନେ ସବୁବେଳେ ସବୁ ପ୍ରକାରର ଖବର ପାଇପାରିବେ ।
Special report
ଆପଣମାନେ ସମସ୍ତେ ଏହି ଭିଡିଓ ଦେଖିଲେ ଅନେକ କିଛି ଖବର ଜାଣିପାରିବେ । ଆପଣମାନେ ସମସ୍ତେ ଏହି ଭିଡିଓ ମାଧ୍ୟମରେ ପାଣିପାଗକୁ ନେଇ ଆସୁଥିବା ସବୁ ଟିକନିକ ଖବର ଜାଣି ପାରୁଥିବେ । ଏବେ ଏହି ଭିଡିଓ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି ।
ଏବେ ତ ଆପଣମାନେ ସମସ୍ତେ ଆସିଥିବା ଖବର ଜାଣିଥିବେ । ପାଣିପାଗ କେତେବେଳେ କଣ ଯେ ହେବ ସେକଥା କିଏ ଜାଣିଛି । ଏବେ ନିକଟରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ସବୁ ସ୍ଥାନରେ ବର୍ଷା ସହ ବଜ୍ରପାତ ବି ହୋଇଥିଲା ।
ଲୋକମାନେ ସମସ୍ତେ ଏହିସବୁ ବର୍ଷା ଦେଖି ଅନେକ ସତର୍କ ବି ହୋଇଥିଲେ । ଏବେ ପୁଣି ଏକ ଖବର ଆସି ପହଞ୍ଚିଛି । ମାଡ଼ି ଆସୁଛି ପୁଣି ଏକ ଲଘୁଚାପ । ଆଉ ଯାହାର ପ୍ରଭାବରେ ପୁଣି ହେବ ବର୍ଷା । 
Special report
ରାଜ୍ୟରେ ପୁଣି ଛେଚିବ ବର୍ଷା । ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଏହା ପ୍ରଭାବରେ ଆସନ୍ତା କାଲି ଠାରୁ ବିଜୁଳି ଘଡଘଡି ସହ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଉ ଏହି ଖବର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରି ସୂଚନା ଦେଇଛି । ଏଥିପାଇଁ ରାଜ୍ୟର ଅନେକ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।
ରାଜ୍ୟର ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ ତାରିଖରୁ ବର୍ଷାର ପରିମାଣ ଆଉ ବିସ୍ତୃତି ବଢିବ । ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୩ ତାରିଖରେ ମଧ୍ୟ ପ୍ରବଳ ବର୍ଷା ହେବ । ଆଉ ଏଥିପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଆସନ୍ତା ସପ୍ତାହରେ ଆହୁରି ଦୁଇଟି ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ସପ୍ତାହ ଆରମ୍ଭରେ ଏବଂ ସପ୍ତାହ ଶେଷରେ ଲଘୁଚାପ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।