Movie prime

କହୁ କହୁ ପ୍ରମିଳା ଙ୍କ ପାଟି ରୁ ବାହାରିଗଲା...ଆମ ମୁଖ୍ୟମନ୍ତ୍ରୀ ପାଣ୍ଡିଆନ ବହୁତ୍ ଭଲ କାମ କଲେ..

 
Hhh
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି।କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି।
Tt
ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ବନ୍ଧୁଗଣ ଆପଣମାନେ ଆସିକା ସାଂସଦ ପ୍ରମିଳା ବିଷୋଇ ଙ୍କୁ ବେଶ ଭଲ ଭାବରେ ଜାଣିଥିବେ। ସେ ୨୦୧୯ରେ ସମସ୍ତଙ୍କୁ ଚମକାଇ ପ୍ରମିଳା ବିଶୋୟୀଙ୍କୁ ସାଂସଦ ପ୍ରାର୍ଥୀ କରିଥିଲା ବିଜୁ ଜନତା ଦଳ।
ଆଉ ପ୍ରମିଳା ବିଶୋୟୀ ବିଜୟୀ ବି ହୋଇଥିଲେ। ତେବେ ବନ୍ଧୁଗଣ ମୁଖ୍ୟମନ୍ତ୍ରୀ ପାଣ୍ଡିଆନ ବାବୁ
ଗଞ୍ଜାମ ଜିଲ୍ଲା ଆସିକାରେ ଉଦଘାଟନ ହେଲା ଆମ ବସଷ୍ଟାଣ୍ଡ। କାର୍ଯ୍ୟକ୍ରମରେ ଆସିକା ସାଂସଦ ପ୍ରମିଳା ବିଷୋଇ ଯୋଗ ଦେଇ ବସଷ୍ଟାଣ୍ଡକୁ ଉଦଘାଟନ କରିଥିଲେ।
Gy
ପରେ କହୁ କହୁ ଆମ ମୁଖ୍ୟମନ୍ତ୍ରୀ ପାଣ୍ଡିଆନ ବାବୁ ବୋଲି କହିଦେଇଥିଲେ ପ୍ରମିଳା। ଯାହାର ଭିଡ଼ିଓ ବର୍ତମାନ ସୋସିଆଲ ମିଡ଼ିଆରେ ଖୁବ ଚର୍ଚ୍ଚାର ବିଷୟ ପାଲଟିଛି।
ତେବେ ବନ୍ଧୁଗଣ ପୁଣି ଥରେ 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ ମୁଖ୍ୟମନ୍ତ୍ରୀ କହିଦେଲେ ଆସିକା ସାଂସଦ ପ୍ରମିଳା ବିଶୋଇ। ଗତକାଲି ଗଞ୍ଜାମ ଜିଲ୍ଲା ଆସିକା ଠାରେ ଆମ ବସଷ୍ଟାଣ୍ଡ ଉଦଘାଟନ ହୋଇଯାଇଛି।
ଏହି ଉଦଘାଟନ କାର୍ଯ୍ୟକ୍ରମରେ ଆସିକା ସାଂସଦ ପ୍ରମିଳା ବିଷୋଇ ଓ ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ ଯୋଗ ଦେଇ ଆମ ବସଷ୍ଟାଣ୍ଡକୁ ଉଦଘାଟନ କରିଥିଲେ।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.