Movie prime

ମମତା ଙ୍କ ମୁଣ୍ଡ ରେ ବାଜିଲା ଟେକା..ଇଲୋ ବୋଉଲୋ କହି ଗଳି ପଡିଲେ ମମତା..

 
77
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। ତେବେ ବନ୍ଧୁଗଣ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତର ଆହତ ହୋଇଛନ୍ତି। ନିଜ ବାସଭବନରେ ଖସିପଡ଼ିବାରୁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା କୁହାଯାଉଛି।
Hh
ଏନେଇ ଅଖିଳ ଭାରତୀୟ ତୃଣମୂଳ କଂଗ୍ରେସ ଟୁଇଟ୍ କରି ସୂଚନା ଦେଇଛି। ଦଳ ଟ୍ୱିଟ୍ କରି କହିଛି ଯେ ‘ସେ ଗୁରୁତର ଆହତ ହୋଇଛନ୍ତି । ତାଙ୍କ ପାଇଁ ସମସ୍ତେ ପ୍ରାର୍ଥନା କରନ୍ତୁ ।
ସୂଚନା ଅନୁସାରେ, ଦକ୍ଷିଣ କୋଲକାତାର ବାଲିଗଞ୍ଜ ଜିଲ୍ଲାରେ ଏକ କାର୍ଯ୍ୟକ୍ରମରୁ ନିଜ ବାସଭବନକୁ ଫେରିବାର କିଛି ସମୟ ପରେ ଏହି ଦୁର୍ଘଟଣା ହୋଇଥିଲା । ସେ ନିଜ ବାସଭବନରେ କୌଣସି କାରଣରୁ ଖସିପଡ଼ିଥିଲେ ଓ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା ।
Hj
ଏହା ପରେ ତାଙ୍କୁ ତୁରନ୍ତ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଟିଏମସି ନେତା ଅଭିଷେକ ବାନାର୍ଜୀ ତାଙ୍କୁ ଏସଏସକେଏମ ହସ୍ପିଟାଲରେ ଭର୍ତ୍ତି କରିଥିଲେ।
ଏହା ପୂର୍ବରୁ ଜାନୁଆରୀ ୨୪ରେ ମମତା ବାନାର୍ଜୀ ମଧ୍ୟ ଆହତ ହୋଇଥିଲେ। ଅନ୍ୟ ଏକ ଗାଡ଼ି ସହ ଧକ୍କା ହେବାରୁ ବର୍ତ୍ତିବା ପାଇଁ ତାଙ୍କ କାର୍କୁ ହଠାତ୍ ଅଟକାଇବାକୁ ପଡ଼ିଥିଲା।
ଏହି କାରଣରୁ ଡ୍ରାଇଭରଙ୍କ ପାଖରେ ବସିଥିବା ମମତା ବାନାର୍ଜୀଙ୍କ ମୁଣ୍ଡ ୱିଣ୍ଡସ୍କ୍ରିନରେ ବାଜିବା ସହ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ସେହିପରି ୨୦୨୧ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ବେଳେ ତାଙ୍କ ଗୋଡ଼ ଭାଙ୍ଗିଯାଇଥିଲା ।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.