Movie prime

ମିଳିଲା ସତର୍କ ସୂଚନା ଏହି ସବୁ ଜିଲ୍ଲାରେ ଛେଚିବ ପ୍ରବଳ ବର୍ଷା ଦେଖନ୍ତୁ ପ୍ରବଳ ବର୍ଷା ସମ୍ମୁଖରେ ୧୮ ଜିଲ୍ଲା

 
Special report
ନମସ୍କାର ପାଠକ ବନ୍ଧୁ । ବନ୍ଧୁଗଣ ଆପଣମାନେ ସମସ୍ତେ ସୋସିଆଲ ମିଡିଆରେ ଅନେକ ପ୍ରକାରର ଭିଡିଓ ଦେଖିଥିବେ । ସୋସିଆଲ ମିଡ଼ିଆରେ ଲୋକମାନେ ସବୁବେଳେ ସବୁ ପ୍ରକାରର ଖବର ପାଇପାରିବେ ।
Special report
ଆପଣମାନେ ସମସ୍ତେ ସୋସିଆଲ ମିଡିଆ ଦେଖିଲେ ଅନେକ ଖବର ଜାଣିପାରିବେ । ସୋସିଆଲ ମିଡ଼ିଆ ଦେଖିଲେ ଲୋକମାନେ ସବୁବେଳେ ସବୁକିଛି ଆଉ ଜଳବାୟୁ ଏବଂ ଅନ୍ୟାନ୍ୟ ଖବର ଯାହା ପାଣିପାଗକୁ ନେଇ ଆସିଥାଏ ତାହା ଜାଣିପାରିବେ । 
ଏବେ ଏହି ଭିଡିଓ ମାଧ୍ୟମରେ ଆପଣମାନେ ପାଣିପାଗକୁ ନେଇ ଆସୁଥିବା କିଛି ଖବର ବିଷୟରେ ଜାଣିପାରିବେ । ଏହି ଖବର ବିଷୟରେ ଆପଣ ଏହି ଭିଡିଓ ମାଧ୍ୟମରେ ଜାଣିପାରିବେ । ଆପଣମାନେ ସମସ୍ତେ ପାଣିପାଗ ବିଭାଗ ଜାରି କରିଥିବା ସୂଚନା ଏହି ଭିଡିଓ ମାଧ୍ୟମରେ ପାଇପାରିବେ।
Special Report
ରାଜ୍ୟର ଅନେକ ଜିଲ୍ଲାରେ ଏହି ଲଘୁଚାପ ପ୍ରଭାବରେ ବର୍ଷା ହେବ ବୋଲି ସୂଚନା ମିଳିଛି । ରାଜ୍ୟର ୧୯ଟି ଜିଲ୍ଲାରେ ବର୍ଷା ହେବ ବୋଲି ସୂଚନା ମିଳିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । 
ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ସୂଚନା ମିଳିଛି । ଉପକୂଳ ସମେତ ଆଭ୍ୟନ୍ତରରେ ବର୍ଷା ହୋଇଛି । ଏହି ଘୂର୍ଣ୍ଣିବଳୟ ବାୟୁମଣ୍ଡଳ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି ।
Special Report
ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ଭିତରେ ରାଜ୍ୟରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଉଛି । ଏହା ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଞ୍ଚଳିକ ପାଣିପାଗ ବିଭାଗ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଶୁକ୍ରବାର ସକାଳୁ ଶନିବାର ଦିନ ସକାଳ ଯାଏଁ ୭ଟି ଜିଲ୍ଲାରେ ବର୍ଷା ହେବ । 
ଏହି ୭ଟି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବ । ଆଉ ଏହି ଜିଲ୍ଲା ଗୁଡ଼ିକ ହେଉଛି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଓ ନୂଆପଡ଼ା ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ଏଣୁ ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଧିକ ବର୍ଷା ଯୋଗୁଁ ମାଟି କାନ୍ଥ, କଚା ଘର ଅଧିକ କ୍ଷତି ଗ୍ରସ୍ତ ହୋଇପାରେ ବୋଲି ସତର୍କ କରିଛି ପାଣିପାଗ ବିଭାଗ ।