Movie prime

ହଲିଏ ଚପଲ, ଧଳା କୁର୍ତ୍ତା ହଉଚି ନବୀନ ବାବୁ ଙ୍କ ସମ୍ପତ୍ତି, ସେ ଯାହା ବି କରନ୍ତି ଆମ ମଙ୍ଗଳ ପାଇଁ କହିଲେ ଦୀପାଳୀ

 
Special Report
ନମସ୍କାର ବନ୍ଧୁଗଣ। ବନ୍ଧୁଗଣ ଓଡ଼ିଶା ବିଧାନସଭାରେ କାର୍ଯ୍ୟକାରୀ ବଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ ଆଜି ତାଙ୍କୁ ବିଧାୟକ ଭାବେ ଶପଥ ଗ୍ରହଣ କରାଇଛନ୍ତି। ଏହି ଅବସରରେ କେତେକ ମନ୍ତ୍ରୀ ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ।
ଶପଥ ଗ୍ରହଣ କରିବା ପରେ ନିଜର ପ୍ରତିକ୍ରିୟାରେ ଦୀପାଳି ଦାସ କହିଛନ୍ତି, ମୁଁ ଝାରସୁଗୁଡ଼ାବାସୀଙ୍କ ସେବା କରିବି। ଏହାଛଡ଼ା ବାପାଙ୍କ ଅଧୁରା ସ୍ବପ୍ନ ପୂରଣ ଦିଗରେ କାମ କରିବି। 
Special Report
ସୂଚନା ଅନୁଯାୟୀ, ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀର ଆସୀନ ସଦସ୍ୟ ନବକିଶୋର ଦାସଙ୍କର ଅକାଳ ବିୟୋଗ ଯୋଗୁଁ ଏହି ବିଧାନସଭା ଆସନଟି ଖାଲି ରହିଥିଲା।
ଚଳିତ ମାସ ୧୦ ତାରିଖ ଦିନ ଏହି ଆସନ ପାଇଁ ଅନୁଷ୍ଠିତ ଉପନିର୍ବାଚନରେ ଦିପାଳୀ ଦାସ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ।ଦୀପାଳି ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୭୨୧ ଅଧିକ ଭୋଟ ପାଇ ବିଜୟୀ ହୋଇଛନ୍ତି। 
ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ଶନିବାର ତାଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଥିଲେ।
Special Report
ଏହି ବିଜୟ ସହ ଝାରସୁଗୁଡ଼ାର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟ କରାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ। 
ତେବେ ବନ୍ଧୁଗଣ ବର୍ତ୍ତମାନ ଦେଖିବାକୁ ମିଳୁଛି ଗଣମାଧ୍ୟମ ନିକଟରେ ଦୀପାଳି ଦାସ କହିଛନ୍ତି, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଖୁବ୍ ପ୍ରଶଂସା କରିଛନ୍ତି।
ଏବଂ ଦୀପାଳି ଦାସ କହିଛନ୍ତି, ମାନ୍ୟବର ମୁଖ୍ୟମନ୍ତ୍ରୀ ଯାହାବି ନିଷ୍ପତି ନିଅନ୍ତି ତାହା ଲୋକଙ୍କର ଭଲ ପାଇଁ ନିଅନ୍ତି। ଯାହାକି ବନ୍ଧୁଗଣ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଲୋକଙ୍କ ଭଲ ପାଇଁ ଥାଏ।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.