Movie prime

ମାଙ୍କଡ ଦେଖେଇ ଦେଖେଇ ୟୁଟ୍ୟୁବ ରୁ କମେଇଥିଲେ କୋଟିଏ ଟଙ୍କା.. ପୋଲିସ୍ ଚଢ଼ାଉ କଲା ଯେତେବେଳେ ଅଧା ଲଙ୍ଗଳା ହେଇ ଦଉଡ଼ିଲେ

 
Hh
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। 
Uu
ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ। ଆଜିକାଲି ଯୁବପିଢୀଙ୍କ ପାଇଁ ଏହି ସୋସିଆଲ ମିଡ଼ିଆ ସହଜ ଓ ସରଳ ଉପାୟ ପାଲଟି ଯାଇଛି।
ତେବେ ବନ୍ଧୁଗଣ ଚର୍ଚ୍ଚିତ ୟୁ ଟ୍ୟୁବର ମୋନାଲିସା ଭଦ୍ରଙ୍କ ଘରେ ବନ ବିଭାଗ ର ରେଡ୍। ବନ୍ୟ ଆଇନ ଉଲଂଘନ କରିବା ଅଭିଯୋଗରେ ବନ ବିଭାଗର ଦୁଇଟି ଟିମ ପକ୍ଷରୁ ଯାଜପୁର ବ୍ଲକ ଜହଳ ଗାଁ ସ୍ଥିତ ତାଙ୍କ ବାସଭବନରେ ଚଢ଼ାଉ କରିଛି।
ବନ୍ୟ ଜନ୍ତୁ ରଖିବା ସହିତ ସେମାନଙ୍କ ସହିତ ଫଟୋ ଓ ଭିଡିଓ ସୋସିଆଲ ମିଡିଆ ରେ ସେୟାର କରିବା ଭଳି ସଙ୍ଗୀନ ଅଭିଯୋଗ ଉଭୟ ମୋନାଲିସା ଏବଂ ତାଙ୍କ ସ୍ୱାମୀ ଙ୍କ ବିରୋଧ ରେ ରହିଛି।
Bh
ତେବେ ମୋନାଲିସା ଭଦ୍ର ଓ ତାଙ୍କ ସ୍ୱାମୀ ବଦ୍ରି ନାରାୟଣ ଭଦ୍ର ଗିରଫ ଭୟରେ ଫେରାର ହୋଇଯାଇଛି। କିଛି ଦିନ ହେଲା ମୋନାଲିସା ଘରେ ମାଙ୍କଡ ରଖିବା ସହ ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଫଟୋ ପୋଷ୍ଟ କରୁଥିଲେ।
ଏନେଇ ତାଙ୍କୁ ବାରମ୍ବାର ତାଗିଦ କରିବା ସତ୍ୱେ ସେ କିଛି ଶୁଣିନଥିଲେ। ତାଙ୍କ ଘରୁ ମାଙ୍କଡକୁ ଉଦ୍ଧାର କରିଛନ୍ତି ବନବିଭାଗ। ତେବେ ବନ୍ଧୁଗଣ ବନ ବିଭାଗ ପକ୍ଷରୁ ଚଢ଼ାଉ ନେଇ ଖବର ପାଇ ଉଭୟ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି।
ସେମାନଙ୍କ ବିରୋଧ ରେ ବନ ବିଭାଗ ପକ୍ଷରୁ ଏକ ମୋକଦ୍ଦମା ରୁଜୁ କରାଯାଇ ଘଟଣା ର ତଦନ୍ତ ଜାରି ରହିଥିବା ନେଇ ଫରେଷ୍ଟ ରେଞ୍ଜ ଅଫିସର ଜ୍ୟୋତି ରଂଜନ ମହାପାତ୍ର ସୂଚନା ରହିଛି।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.