Movie prime

ଦେଖନ୍ତୁ ଦୁଇ ଓଡିଆଙ୍କ ଏହିପରି ବିଦେଶରେ ମୃ-ତ୍ୟୁ ହୋଇଥିବା ବେଳେ ପହଞ୍ଚିଲେ ଉପ ମୁଖ୍ୟମନ୍ତ୍ରୀ

 
Hh
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। 
Bb
ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ। ଆଜିକାଲି ଯୁବପିଢୀଙ୍କ ପାଇଁ ଏହି ସୋସିଆଲ ମିଡ଼ିଆ ସହଜ ଓ ସରଳ ଉପାୟ ପାଲଟି ଯାଇଛି। ଆଗକାଳରେ ଲୋକ ମାନେ ଯେଉଁସବୁ ଘଟଣା ଘଟୁଥିଲା ସେ ବିଷୟରେ ସହଜରେ ଜାଣି ପାରୁନଥିଲେ କାରଣ ସେତେବେଳେ ଏତେ ସୁବିଧା ନଥିଲା। କିନ୍ତୁ ଏବେ ଧିରେ ଧିରେ ସେସବୁ ସୁବିଧା ଦେଖିବାକୁ ମିଳୁଛି। ତେବେ ବନ୍ଧୁଗଣ ଏବେ ଆମ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ କିଛି ଖବର ଆସିଛି। 
Nh
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ଆଜି ଭୁବନେଶ୍ଵରର ମ୍ୟୁଜିୟମ୍ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା ଛକଠାରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ ଓ ଡଃ ବି. ଆର୍. ଆମ୍ବେଦକର ଏବଂ ୧୨୦ ବାଟାଲିୟନ ଛକରେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ବରପୁତ୍ର ମାନଙ୍କ ଆଶୀର୍ବାଦ କାମନା କରିଥିଲେ। 
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶର ସ୍ଵାଧୀନତା, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଓ ଓଡ଼ିଆ ଅସ୍ମିତାର ସୁରକ୍ଷାରେ ଆମର ଏହି ବରପୁତ୍ର ମାନଙ୍କର ଗୁରୁତ୍ଵପୂର୍ଣ୍ଣ ଅବଦାନ ରହିଛି। ଆମର ସମସ୍ତ କାର୍ଯ୍ୟକ୍ରମରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ଵ ଦିଆଯିବ। ଏଥିସହ ରାଜ୍ୟର ନୂଆ ସରକାର ଓଡ଼ିଆ ଅସ୍ମିତାର ସୁରକ୍ଷା ଉପରେ ଗୁରୁତ୍ବଦେଇ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି ଓ ଆଗକୁ କରି ଚାଲିବେ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ଉପ ମୂଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଏବଂ ବିଧାୟକ ଓ ବିଧାୟିକାମାନେ ଉପସ୍ଥିତ ଥିଲେ।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.