Movie prime

ଚାଲିଗଲେ କୋଷ୍ଟଗାର୍ଡ ରାକେଶ ପାଲ ଦେଖନ୍ତୁ ଶୋକରେ ସାରା ଭାରତ

 
Gg
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟରେ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। 
Hh
ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ। ଆଜିକାଲି ଯୁବପିଢୀଙ୍କ ପାଇଁ ଏହି ସୋସିଆଲ ମିଡ଼ିଆ ସହଜ ଓ ସରଳ ଉପାୟ ପାଲଟି ଯାଇଛି। ତେବେ ବନ୍ଧୁଗଣ ବର୍ତ୍ତମାନ ଏକ ଘଟଣା ସାମ୍ନାକୁ ଆସିଛି। ଦେଖିବାକୁ ମିଳିଛି ଯେ ଭାରତୀୟ ତଟରକ୍ଷୀ ବାହିନୀ ମୁଖ୍ୟ ରାକେଶ ପାଲଙ୍କର ହୃ-ଦ-ଘା-ତରେ ପରଲୋକ ଘଟିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। 
Gv
ରାକେଶ ପାଲ ୨୦୨୩ ଜୁଲାଇରେ ଭାରତୀୟ ତଟରକ୍ଷୀ ବାହିନୀର ୨୫ତମ ମହାନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଥିଲେ। ଚେନ୍ନାଇରେ ଥିବା ନୌସେନା ଘାଟି ଆଇଏନଏସ ଆଡ୍ଯାରରେ ଥିବାବେଳେ ତାଙ୍କର ଛାତିରେ ଯ-ନ୍ତ୍ର-ଣା ହୋଇଥିଲା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଚେନ୍ନାଇ ଗସ୍ତ ପାଇଁ ପ୍ରସ୍ତୁତି ସମ୍ପର୍କରେ ଅଧିକାରୀଙ୍କ ସହ ଆଲୋଚନା କରୁଥିବା ବେଳେ ସେ ଯ-ନ୍ତ୍ର-ଣା ଅନୁଭବ କରିଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ତାଙ୍କୁ ରାଜୀବ ଗାନ୍ଧୀ ସରକାରୀ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। 
ପାଲ ଭାରତୀୟ ନୌସେନା ଏକାଡେମୀର ପୂର୍ବତନ ଛାତ୍ର ଏବଂ ଜାନୁଆରୀ ୧୯୮୯ରେ ଭାରତୀୟ ତଟରକ୍ଷୀ ବାହିନୀରେ ଯୋଗ ଦେଇଥିଲେ। ଦୀର୍ଘ ୩୫ ବର୍ଷର କ୍ୟାରିୟରରେ ଫ୍ଲାଗ ଅଫିସର କମାଣ୍ଡର କୋଷ୍ଟଗାର୍ଡ ରିଜିୟନ୍, ଗାନ୍ଧୀନଗର, ଡେପୁଟି ଡାଇରେକ୍ଟର ଜେନେରାଲ ଏବଂ ନୂଆଦିଲ୍ଲୀସ୍ଥିତ ତଟରକ୍ଷୀ ବାହିନୀ ମୁଖ୍ୟାଳୟରେ ଅତିରିକ୍ତ ମହାନିର୍ଦେଶକ କୋଷ୍ଟଗାର୍ଡ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଛନ୍ତି।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.