Movie prime

୨୦୨୪ ରେ ଖୋଲିଲା ପ୍ରଥମ ଥର ଦେଖନ୍ତୁ ବାବାଙ୍କୁ ଦେଖିବାକୁ ଲାଗିଲା ଭକ୍ତଙ୍କ ଭିଡ

 
Bh
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। 
Hh
ବନ୍ଧୁଗଣ ଅପେକ୍ଷାର ଅନ୍ତ ଘଟିଲା। ଖୋଲିଲା ବିଶ୍ୱପ୍ରସିଦ୍ଧ କେଦାରନାଥ ମନ୍ଦିରର ଦ୍ୱାର। ପୂଜାର୍ଚ୍ଚନା ଓ ମନ୍ତ୍ରଧ୍ୱନୀରେ କମ୍ପିଲା ପରିବେଶ। ରୀତିନୀତି ଅନୁଯାୟୀ କେଦାରନାଥ ଧାମର ଦ୍ୱାର ଖୋଲିଛି।
ଏହାସହ ସକାଳ ୧୦ଟା ୧୯ରେ ଗଂଗୋତ୍ରୀ ଦ୍ୱାର ଖୋଲାଯାଇଥିବା ବେଳେ ମଧ୍ୟାହ୍ନ ୧୨ଟା ୨୫ରେ ଯମୁନେତ୍ରୀ ଦ୍ୱାର ଖୋଲାଯିବ। ଏଥିସହିତ ମେ’ ୧୨ତାରିଖ ସକାଳ ୬ଟାରେ ବଦ୍ରିନାଥଙ୍କ ଦ୍ୱାର ଖୋଲିବ। ଗତକାଲି ସୁଦ୍ଧା ଚାରିଧାମ ଯାତ୍ରା ନିମନ୍ତେ ୨୨ ଲକ୍ଷ ଶ୍ରଦ୍ଧାଳୁ ନାମ ପଞ୍ଜୀକରଣ କରି ସାରିଛନ୍ତି। 
ଚାରି ଧାମ ଖୋଲିବା ଅବସରରେ ରାଜ୍ୟ ସରକାର ହେଲିକପ୍ଟରରେ ଫୁଲ ବର୍ଷା କରିବେ ବୋଲି ପୂର୍ବରୁ ଘୋଷଣା କରି ସାରିଛନ୍ତି। ମଧ୍ୟାହ୍ନ ୧୨ଟା ୨୦ରେ ହେଲିକପ୍ଟରରୁ ପୁଷ୍ପବର୍ଷା କରାଯିବ। ଏହି ଅବସରରେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଓ ପତ୍ନୀ ଗୀତା ଧାମି କେଦାରନାଥ ଯାଇ ଦର୍ଶନ କରିଛନ୍ତି।
Bh
ବଦ୍ରିନାଥ ଧାମର କବାଟ ଆସନ୍ତା ୧୨ ତାରିଖରେ ଖୋଲିବ। ଆଜି କେଦାରନାଥ ଧାମ ଖୋଲୁଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଗତକାଲି ସୁଦ୍ଧା ଚାରି ଧାମ ଯାତ୍ରା ନିମନ୍ତେ ୨୨ ଲକ୍ଷ ଶ୍ରଦ୍ଧାଳୁ ନାମ ପଞ୍ଜୀକରଣ କରି ସାରିଛନ୍ତି। 
ଚାରି ଧାମ ଖୋଲିବା ଅବସରରେ ରାଜ୍ୟ ସରକାର ହେଲିକପ୍ଟରରେ ଫୁଲ ବର୍ଷା କରିବେ ବୋଲି ପୂର୍ବରୁ ଘୋଷଣା କରି ସାରିଛନ୍ତି। ଏହି ଅବସରରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଧାମୀ ଶ୍ରଦ୍ଧାଳୁଙ୍କ ସୁରକ୍ଷିତ ଯାତ୍ରା କାମନା କରିଥିବା ବେଳେ ଏଥିନିମନ୍ତେ ଅଧିକାରୀ ସଦାସର୍ବଦା ପ୍ରଚେଷ୍ଟାରତ ଥିବା କହିଛନ୍ତି।
ପୁଷ୍କର ସିଂ ଧାମି ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି ଯେ- "ଆଜି ଅକ୍ଷୟ ତୃତୀୟାର ଶୁଭ ଅବସରରେ କେଦାରନାଥ ଧାମ, ଯମୁନେତ୍ରୀ ଧାମ ଏବଂ ଗଙ୍ଗୋତ୍ରୀ ଧାମର ଦ୍ୱାର ପୂର୍ଣ୍ଣ ରୀତିନୀତି ସହିତ ଦର୍ଶନ ପାଇଁ ଖୋଲାଯିବ। ଚାରିଧାମ ଯାତ୍ରା ପାଇଁ ସମସ୍ତଙ୍କୁ ସ୍ୱାଗତ ଓ ଶୁଭେଚ୍ଛା।"