Movie prime

ମାଡ଼ି ଆସୁଛି ଘୋର ବିପଦ ଦେଖନ୍ତୁ ପ୍ରଭାବିତ ହେବେ ଏହିସବୁ ଜିଲ୍ଲା ଆସିଲା ବହୁତ୍ ବଡ଼ ଖବର

 
Ty
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ପୁଣି ହାଇ ଆଲର୍ଟ ଜାରି କରାଯାଇଛି ପୁରୀ ଜିଲ୍ଲାକୁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଏକ ବଡ଼ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ହେବ ପାଗରେ ବଡ ପରିବର୍ତ୍ତନ। ଯାହାଫଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଯାହାକୁ ନେଇ ଆଗକୁ ସତର୍କ କଲାଣି ପାଣିପାଗ ବିଭାଗ। ଧିରେ ଧିରେ ଭୟଙ୍କର ହେଉଛି ଘୂର୍ଣ୍ଣିବଳୟ। ଯାହାଫଳରେ ବର୍ଷାରେ ଭିଜିବ ପୁରା ଓଡ଼ିଶା।
Hh
ଆସନ୍ତାକାଲି ସୁଦ୍ଧା ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ। ଯାହା ପ୍ରଭାବରେ ଆଉ ଛାଡିବନି ବର୍ଷା। ଏମିତିକା ଭୂସ୍ଖଳନ ହେବାର ମଧ୍ୟ ସମ୍ଭାବନା ରହିଛି। ତେଣୁ ସମସ୍ତଙ୍କୁ ସତର୍କତା କରାଯାଇଥିବା ବେଳେ ଉଚ୍ଚସ୍ଥାନକୁ ଚାଲିଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲଘୁଚାପ ଆଣୁଛି ଏକ ବଡ ବର୍ଷା। ବଙ୍ଗୋପସାଗର ଓ ତତସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ୨ଟି ଘୂର୍ଣ୍ଣିବଳୟ। ଆଜି ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ। 
Yy
ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା ସମେତ ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। 
ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୨ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ପୁରୀ, ଖୋର୍ଦ୍ଧା,ଅନୁଗୁଳ, ଢେଙ୍କାନାଳ, କଟକ ,ଜଗତସିଂହପୁର ଓ କେନ୍ଦ୍ରାପଡା ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ପାଣିପାଗ ବିଭାଗ। ଫଳରେ କେଉଁ ଜିଲ୍ଲାରେ ଏହାର କେତେ ପ୍ରଭାବ ପଡ଼ିବ ତାହା ପରବର୍ତ୍ତୀ ପର୍ଯ୍ୟାୟରେ ଜଣାପଡ଼ିବ।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.