Movie prime

ଓଡ଼ିଶାରେ ଘଟିଲା ଭୟଙ୍କର ବୋ-ମା ମାଡ଼ ଦେଖନ୍ତୁ କେମିତି ଛିଡିଗଲା ହାତ ଜଳିଗଲା ବୁଲେଟ - Exclusive

 
U7
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି।କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି।
Gh
ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ। ଆଜିକାଲି ଯୁବପିଢୀଙ୍କ ପାଇଁ ଏହି ସୋସିଆଲ ମିଡ଼ିଆ ସହଜ ଓ ସରଳ ଉପାୟ ପାଲଟି ଯାଇଛି।
ତେବେ ବନ୍ଧୁଗଣ ବର୍ତମାନ ଏକ ଘଟଣା ସାମ୍ନାକୁ ଆସିଛି। ସମ୍ବଲପୁର ପୀରବାବା ଛକରେ ବୋମା ମାଡ଼ ଘଟଣା, ସମ୍ବଲପୁର ସହର ସମେତ ଜିଲ୍ଲାରେ ଶାନ୍ତି ବଜାୟ ରଖିବାକୁ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅପିଲ୍।
Gh
ସିସିଟିଭି ଫୁଟେଜ ଓ ପାରିପାଶ୍ୱିର୍କ ସ୍ଥିତିକୁ ନେଇ ପୋଲିସ ଓ ସାଇଣ୍ଟିିଫିକ୍ ଟିମ୍ ଘଟଣାର ତଦନ୍ତ କରୁଥିବା ବେଳେ ଖୁବଶୀଘ୍ର ଅଭିଯୁକ୍ତ ଧରାପଡିବ ବୋଲି ଜିଲ୍ଲାପାଳ କହିଛନ୍ତି।ପିରବାବା ଛକରେ ମଙ୍ଗଳବାର ବୋମାମାଡ ହୋଇଥିବା ଅଭିଯୋଗ ହୋଇଥିଲା। 
ଏଥିରେ ୩ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି, ଏହି ବୋମାମଡରେ ଗୋଟିଏ ବୁଲେଟ ଗାଡି ମଧ୍ୟ ପୋଡିଯାଇଛି। ପୀରବାବ ଫ୍ଲାଏଓଭର ଉପରୁ ବୋମାମାଡ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।
ବୋମାମାଡ ପଛରେ ପୂର୍ବଶତ୍ରୁତା ନା ଅନ୍ୟ କିଛି କାରଣ ରହିଛି ତାହା ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁଲାଲ, ଏସପି ମୁକେଶ ଭାମୁ ଓ ଅନ୍ୟ ଅଧିକାରୀ ଉପସ୍ଥିତ ରହି ଲୋକଙ୍କୁ ବୁଝାସୁଝା କରିଛନ୍ତି।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.