Movie prime

ମାଲିକାଣୀ ର ଦେହ ପାଇଁ ପାଗଳ ଥିଲା..ଶେଷରେ ଦିନେ ସୁଯୋଗ ଦେଖି...

 
Vv
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି।
Bb
ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳି ଯାଉଛି। ତେବେ ବନ୍ଧୁଗଣ ଏକତରଫା ପ୍ରେମରୁ ମହିଳାଙ୍କୁ ଛୁରୀ ଭୂଷି ହ-ତ୍ୟା। କ୍ୟାପିଟାଲ ଥାନା ବାପୁଜିନଗର ଠାରେ ଘଟିଛି ଏଭଳି ଘଟଣା।
ମୃତକ ଜଣଙ୍କ ହେଲେ ଗୀତାଞ୍ଜଳି ରଞ୍ଜିତ ଓରଫ ଦୀପିକା। ତାଙ୍କ ଘର ବାଲେଶ୍ଵର ଜଳେଶ୍ବର ରେ ବୋଲି ଜଣାପଡିଛି। ଶିଶୁଭବନ ଛକ ନିକଟରେ ସେ ଭଡାରେ ରହୁଥିଲେ। ମୃତକଙ୍କ ସ୍ୱାମୀ କୁଞ୍ଜବିହାରି ଦତ୍ତ ଏ ନେଇ ଗତକାଲି ରାତିରେ ଥାନାରେ ଅଭିଯୋଗ କରିଥିଲେ।
Tg
କୁଞ୍ଜବିହାରି ଙ୍କର ବାପୁଜିନଗର ରେ ଏକ ମୋବାଇଲ ମରାମତି ଦୋକାନ ରହିଛି। ଗତକାଲି ସନ୍ଧ୍ୟା ୭ ଟା ରେ ସ୍ୱାମୀଙ୍କ ଦୋକାନ କୁ ଯାଇଥିଲେ ଗୀତାଞ୍ଜଳି।
ଫେରିବା ବେଳେ ଜଣେ ଦୁର୍ବୁର୍ତ୍ତ ତାଙ୍କୁ ପିଛା କରି ଅଟକାଇଥିଲେ। କୌଣସି କଥାକୁ କେନ୍ଦ୍ର କରି ଦୁହିଁଙ୍କ ଭିତରେ ଯୁକ୍ତିତର୍କ ହୋଇଥିଲା। ଏହାପରେ ଅତର୍କିତ ଭାବେ ଯୁବକ ଜଣଙ୍କ ଛୁରାମାଡ଼ କରିଥିବା ଜଣାପଡ଼ିଛି।
ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ବଡ଼ ମେଡ଼ିକାଲ ମହିଳା ଜଣଙ୍କୁ ନିଆଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସିସିଟିଭି ଆଧାର ରେ ପୋଲିସ ଅଭିଯୁକ୍ତକୁ ଧରିବା ପାଇଁ ଚେଷ୍ଟା ଚଳାଇଛି।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.