Movie prime

ହାତ ଧରା ଧରି ହୋଇ ଚାଲିଗଲେ ଦୁଇ ଭଉଣୀ ଦେଖନ୍ତୁ ଦେଖୁ ଦେଖୁ ହେଲା କେତେବଡ଼ ଅ-ଘ-ଟ-ଣ

 
Bb
ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି। 
Hh
ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ।
ଆଜିକାଲି ଯୁବପିଢୀଙ୍କ ପାଇଁ ଏହି ସୋସିଆଲ ମିଡ଼ିଆ ସହଜ ଓ ସରଳ ଉପାୟ ପାଲଟି ଯାଇଛି।ତେବେ ବନ୍ଧୁଗଣ ବର୍ତମାନ ଏକ ଘଟଣା ସାମ୍ନାକୁ ଆସିଛି। ବନ୍ଧୁଗଣ ପୋଖରୀରେ ବୁଡ଼ି ଦୁଇ ଭଉଣୀ ମୃତ। ମୃତକଙ୍କ ନାଁ ହେଉଛି ସ୍ମୃତି ରେଖା ବରାଳ ଓ ଶୁଭଶ୍ରୀ ବରାଳ। 
ତାଙ୍କ ଘର ହେଉଛି ପୁରୀ ଜିଲ୍ଲା ଗୋପ ଥାନା ଅନ୍ତର୍ଗତ ଡଭାର ଗାଁରେ ବୋଲି ଜଣାପଡ଼ିଛି। ଡଭାର ଗାଁରେ ଥିବା ବଡ଼ ପୋଖରୀକୁ ଗାଧୋଇବାକୁ ଯାଇଥିଲେ ଦୁଇ ଭଉଣି। ସେଠାରେ ଗଧୋଇଲା ବେଳେ ପାଣିରେ ବୁଡ଼ି ଯାଇଥିଲେ।
Jj
ଅନେକ ସମୟ ଧରି ପାଣିରେ ବୁଡି ଭାସିବା ବେଳେ ଗାଁ ଲୋକ ଦେଖି ଗୋପ ନାଥଙ୍କୁ ସୂଚନା ଦେଇଥିଲେ। ବିଳମ୍ବିତ ସମୟ ଯାଏଁ ଉଭୟ ଘରକୁ ନ ଫେରିବାରୁ ପରିବାର ଲୋକେ ଓ ଗାଁ ଲୋକେ ଖୋଜାଖୋଜି କରିଥିଲେ। 
ଏହାପରେ ଉଭୟଙ୍କୁ ଅଚେତ ଅବସ୍ତାରେ ଗାଁ ଲୋକେ ପୋଖରୀରୁ ଉଦ୍ଧାର କରିଥିଲେ। ଏହା ପରେ ଦୁଇ ଭଉଣୀଙ୍କୁ ସଙ୍ଗେସଙ୍ଗେ ଗୋପ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ ପରିବାରୁ ଲୋକ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।
ଏହି ଘଟଣାରେ ଗୋପ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ବନ୍ଧୁଗଣ ବର୍ତମାନ ଏହି ଦୁଖଃଦ ଘଟଣା ଟି ସ୍ଥାନୀୟ ଅଞ୍ଚଳ ରେ ଖୁବ ଚର୍ଚ୍ଚାର ବିଷୟ ପାଲଟିଛି।

Around The Web

// Implements a "scroll to top" button that appears after the user scrolls down 100px. // Displays an interstitial ad (a full-screen or popup ad) once per session.